ଅଟୋ ରିକ୍ସା ଏବଂ ବାଇକ୍ ମୁହାଁମୁହିଁ ଧକ୍କା, ୨ ମୃତ

ଅଟୋ ରିକ୍ସା ଏବଂ ବାଇକ୍ ମୁହାଁମୁହିଁ ଧକ୍କା, ୨ ମୃତ

ଅଟୋ ରିକ୍ସା ଏବଂ ବାଇକ୍ ମୁହାଁମୁହିଁ ଧକ୍କା, ୨ ମୃତ

ଖୋର୍ଦ୍ଧା : ଅଟୋ ରିକ୍ସା ଏବଂ ବାଇକ୍ ମୁହାଁମୁହିଁ ଧକ୍କା। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଚାରି ଛକରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ସେହିପରି ଅଟୋରେ ଥିବା ସମସ୍ତ ଯାତ୍ରୀ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ୨ ମୃତକଙ୍କ ପରିଚୟ ମିଳିପାରି ନାହିଁ।