କରୋନା ଭିତରେ ପୁଣି ଏକ ବଡ଼ ଖବର ସାମନାକୁ ଆସିଛି : ଜୁନ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ

କରୋନା ଭିତରେ ପୁଣି ଏକ ବଡ଼ ଖବର ସାମନାକୁ ଆସିଛି : ଜୁନ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ

କରୋନା ଭିତରେ ପୁଣି  ଏକ ବଡ଼ ଖବର ସାମନାକୁ ଆସିଛି : ଜୁନ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ
ଭୁବନେଶ୍ୱର: କରୋନା ଭିତରେ ପୁଣି ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଜୁନ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସୀମର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ମାଟ୍ରିକ ମୂଲ୍ୟାୟନ କାର୍ଯ୍ୟ ସଠିକଭାବେ କରାଯାଉଛି । ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରାଯାଉଛି । ଏବେ ସ୍କୁଲ ଖୋଲାଯିବା ସମ୍ପର୍କରେ କହିବା ସମ୍ଭବ ନୁହେଁ । ବିଶେଷଜ୍ଞ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେବେ ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ।