କାଲି ନବୀନଙ୍କ ଜନ୍ମଦିନ, କିନ୍ତୁ ପାଳିବେନି

କାଲି ନବୀନଙ୍କ ଜନ୍ମଦିନ, କିନ୍ତୁ ପାଳିବେନି

କାଲି ନବୀନଙ୍କ ଜନ୍ମଦିନ, କିନ୍ତୁ ପାଳିବେନି

ଭୁବନେଶ୍ୱର:କୋଭିଡ଼ ସକ୍ରମଣକୁ ଦୃଷ୍ଟିରେ ରଖି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। 

ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡିଶା ବାସୀ ଙ୍କ ଭଲ ପାଇବା ,ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣୀ ।

 କୋଭିଡ଼ ଯୋଗୁଁ  ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ।

 ତେଣୁ ଆସନ୍ତାକାଲି ନବୀନ ନିବାସ ନ ଆସି କୋଭିଡ଼ରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ,ରକ୍ତ ଦାନ ଭଳି ମହତ୍ କାର୍ଯରେ ସମସ୍ତେ ସାମିଲ ହେଲେ  ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ପାଇଁ ମୁଖ୍ୟମନ୍ତ୍ରୀ  ନିବେଦନ କରି କହିଛନ୍ତି।ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନକ ପରେ ୭୬ ବର୍ଷ ବୟସରେ ପଦାର୍ପଣ କରିବେ।