ଟ୍ରକ୍-ବୋଲେରୋ ଧକ୍କା, ୮ ମୃତ

ଟ୍ରକ୍-ବୋଲେରୋ ଧକ୍କା, ୮ ମୃତ

ଟ୍ରକ୍-ବୋଲେରୋ ଧକ୍କା, ୮ ମୃତ
ଉତରପ୍ରଦେଶ : ଆଗ୍ରା ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି । ଟ୍ରକ-ବୋଲେରୋ ମୁହାଁମୁହିଁ ଧକ୍କା ହେବା ଫଳରେ ୮ ଜଣ ମୃତୁ୍ୟବରଣ କରିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତି କରାଯାଇଛି । ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ପୋଲିସ ପହଂଚି ସମସ୍ତଙ୍କୁ ଉଦ୍ଧାର କରିଛନ୍ତି ।