ନୂଆ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ନୂଆ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ନୂଆ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ନିଜର ଶୁଭେଚ୍ଛା ବାର୍ତ୍ତାରେ ୨୦୨୧ ବର୍ଷ ରାଜ୍ୟବାସୀଙ୍କ ଜୀବନରେ ହସ, ଖୁସି, ଶାନ୍ତି ଓ ସମୃଦ୍ଧି ଭରିଦେଉ ବୋଲି କହିଛନ୍ତି। ଏହାଛଡ଼ା ରାଜ୍ୟକୁ ଦେଶର ଶ୍ରେଷ୍ଠ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ନିଜ ନିଜ ସ୍ତରରେ ନିଷ୍ଠାପର ପ୍ରୟାସ ଜାରି ରଖିବାକୁ ସେ ଆହ୍ବାନ ଦେଇଛନ୍ତି ।