ପାହାଳରେ ମଦ ପିଆଇ ଯୁବତୀଙ୍କୁ ଦୁଷ୍କର୍ମ
ପାହାଳରେ ମଦ ପିଆଇ ଯୁବତୀଙ୍କୁ ଦୁଷ୍କର୍ମ
ଭୁବନେଶ୍ୱର: ରାଜଧାନୀରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଯୁବତୀଙ୍କୁ ମଦ ପିଆଇ ପାହାଳ ଅଞ୍ଚଳରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ସେପଟେ ଯୁବତୀ ଜଣଙ୍କ ଯୁବକଙ୍କ କବଳରୁ ଖସିଆସି ପାହାଳ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।
ଅଭିଯୋଗ ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି । ଘଟଣାରେ ଜଣକୁ ଅଟକ ରଖିଛି । ଡାକ୍ତରୀ ମାଇନା ପାଇଁ ଯୁବକକୁ ମେଡିକାଲ ନିଆଯାଇଛି । ପାହାଳ ଥାନା ପୋଲିସ ତଦନ୍ତ ଜାରି ରଖିଛି ।




admin 