ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା
ଦକ୍ଷିଣ ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି । ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ସୃଷ୍ଟ ଲଘୁଚାପ ୧୫ ତାରିଖ ସୁଦ୍ଧା ଡିପ୍ରେସନର ରୂପ ନେବ । କାଳକ୍ରମେ ଏହା ଘନୀଭୂତ ହୋଇ ୧୬ ସୁଦ୍ଧା ଝଡ଼ବାତ୍ୟାର ରୂପ ନେବେ । ଝଡ଼ବାତ୍ୟାର ରୂପନେଇ ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ପରେ ଗତି ବଦଳାଇ ଉତ୍ତର ଓ ଉତ୍ତର ପୂର୍ବ ଦିଗକୁ ଗତି କରିବ । ତେବେ ଝଡ଼ବାତ୍ୟାର ରୂପରେଖ କିଭଳି ରହିବ ସେ ନେଇ କିଛି ସ୍ପଷ୍ଟ ହୋଇନଥିବା ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି ।