ଭିିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ

ଭିିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ

ଭିିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ
ସୁନ୍ଦରଗଡ : ଭିିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ। ବଡ଼ଗାଁ ବ୍ଲକ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରାଯାଇଛି। ବଡ଼ଗାଁ ବ୍ଲକ ସହକାରୀ ଯନ୍ତ୍ରୀ ପର୍ଶୁରାମ ନାଏକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ସହକାରୀ ଯନ୍ତ୍ରୀଙ୍କ ପୈତୃକ ଗ୍ରାମ ଲେଫ୍ରିପଡା ବାସଭବନ ସହ ବଡଗାଁ କାର୍ୟ୍ୟାଳୟ, ରଙ୍ଗା ଢ଼ିପା ବାସଭବନରେ ଭିଜିଲାନ୍ସ ଟିମ୍‌ ଚଢାଉ କରି ତଦନ୍ତ କରୁଛନ୍ତି। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରାଯାଇଛି। ଚଢାଉ ବେଳେ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି ।